ଗୀତସଂହିତା 42:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ। Viz kapitolaଓଡିଆ ବାଇବେଲ8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ। Viz kapitolaପବିତ୍ର ବାଇବଲ8 ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି। ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି। Viz kapitola |