ଗୀତସଂହିତା 44:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ପରମେଶ୍ଵର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି। Viz kapitolaଓଡିଆ ବାଇବେଲ1 ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। Viz kapitolaପବିତ୍ର ବାଇବଲ1 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ। ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ। ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି। Viz kapitola |