ଗୀତସଂହିତା 44:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ। Viz kapitolaଓଡିଆ ବାଇବେଲ23 ଜାଗ, ହେ ପ୍ରଭୁ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ। Viz kapitolaପବିତ୍ର ବାଇବଲ23 ମୋର ପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ। କାହିଁକି ତୁମ୍ଭେ ଶୋଇ ରହିଛ? ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ। Viz kapitola |