Online Bible

- Reklamy -




ଗୀତସଂହିତା 45:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।

Viz kapitola kopírovat

ଓଡିଆ ବାଇବେଲ

14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।

Viz kapitola kopírovat

ପବିତ୍ର ବାଇବଲ

14 ସୌନ୍ଦର୍ଯ୍ୟରେ ମଣ୍ଡିତ ହୋଇ ସେ ରାଜାଙ୍କ ନିକଟକୁ ଆଗେଇ ଯାଏ, ତା'ର ସଖିମାନେ ତା’ ପଛରେ ଅନୁସରଣ କରନ୍ତି।

Viz kapitola kopírovat




ଗୀତସଂହିତା 45:14

Následuj nás:

Reklamy


Reklamy