ଗୀତସଂହିତା 49:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି। Viz kapitolaଓଡିଆ ବାଇବେଲ11 ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି। Viz kapitolaପବିତ୍ର ବାଇବଲ11 ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ, ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ। Viz kapitola |