ଗୀତସଂହିତା 50:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର? Viz kapitolaପବିତ୍ର ବାଇବଲ (Re-edited) - (BSI)16 ମାତ୍ର ଦୁଷ୍ଟକୁ ପରମେଶ୍ଵର କହନ୍ତି, ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର? Viz kapitolaଓଡିଆ ବାଇବେଲ16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ? Viz kapitolaପବିତ୍ର ବାଇବଲ16 ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି, “ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ ଆଲୋଚନା କରିବା ଠିକ୍ ନୁହେଁ। Viz kapitola |