Online Bible

- Reklamy -




ଗୀତସଂହିତା 50:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର,

Viz kapitola kopírovat

ଓଡିଆ ବାଇବେଲ

7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,

Viz kapitola kopírovat

ପବିତ୍ର ବାଇବଲ

7 ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ, ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ। ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର।

Viz kapitola kopírovat




ଗୀତସଂହିତା 50:7

Následuj nás:

Reklamy


Reklamy