Online Bible

- Reklamy -




ଗୀତସଂହିତା 52:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ପରମେଶ୍ଵରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ଵା ନିତା; ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।

Viz kapitola kopírovat

ଓଡିଆ ବାଇବେଲ

2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।

Viz kapitola kopírovat

ପବିତ୍ର ବାଇବଲ

2 ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀ‌କ୍ଷ୍‌ଣ। ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!

Viz kapitola kopírovat




ଗୀତସଂହିତା 52:2

Následuj nás:

Reklamy


Reklamy