Online Bible

- Reklamy -




ଗୀତସଂହିତା 52:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା]

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ପରମେଶ୍ଵର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ଵୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା

Viz kapitola kopírovat

ଓଡିଆ ବାଇବେଲ

5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା]

Viz kapitola kopírovat

ପବିତ୍ର ବାଇବଲ

5 ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ। ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ। ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ। ସେଲା

Viz kapitola kopírovat




ଗୀତସଂହିତା 52:5

Následuj nás:

Reklamy


Reklamy