ଗୀତସଂହିତା 52:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମାତ୍ର ମୁଁ ପରମେଶ୍ଵରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ଵରଙ୍କ ଦୟାରେ ବିଶ୍ଵାସ କଲି। Viz kapitolaଓଡିଆ ବାଇବେଲ8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। Viz kapitolaପବିତ୍ର ବାଇବଲ8 କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ। Viz kapitola |