ଗୀତସଂହିତା 53:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପରମେଶ୍ଵର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ। Viz kapitolaଓଡିଆ ବାଇବେଲ1 ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ। Viz kapitolaପବିତ୍ର ବାଇବଲ1 କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି। ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର, ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ। Viz kapitola |