ଗୀତସଂହିତା 53:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତାଣ! Viz kapitolaଓଡିଆ ବାଇବେଲ6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା ! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ। Viz kapitolaପବିତ୍ର ବାଇବଲ6 ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ ଇସ୍ରାଏଲକୁ ଆସନ୍ତା କି! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ, ସେତେବେଳେ ଯାକୁବ ଆନନ୍ଦିତ ହେବେ ଏବଂ ଇସ୍ରାଏଲ ଉଲ୍ଲସିତ ହେବେ। Viz kapitola |