ଗୀତସଂହିତା 55:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି। ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି। Viz kapitolaଓଡିଆ ବାଇବେଲ10 ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି। Viz kapitolaପବିତ୍ର ବାଇବଲ10 ନଗରରେ ଦିନରାତି, ପ୍ରତ୍ୟେକ ପଡ଼ୋଶୀମାନଙ୍କଠାରେ ଦୋଷ ଓ ଅସଭ୍ୟତା ପୁରି ରହିଛି। Viz kapitola |