Online Bible

- Reklamy -




ଗୀତସଂହିତା 55:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ହେ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।

Viz kapitola kopírovat

ଓଡିଆ ବାଇବେଲ

23 ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।

Viz kapitola kopírovat

ପବିତ୍ର ବାଇବଲ

23 ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି! ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।

Viz kapitola kopírovat




ଗୀତସଂହିତା 55:23

Následuj nás:

Reklamy


Reklamy