Online Bible

- Reklamy -




ଗୀତସଂହିତା 56:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋʼ ପ୍ରତି ଉପଦ୍ରବ କରଇ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ;

Viz kapitola kopírovat

ଓଡିଆ ବାଇବେଲ

1 ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ’ ପ୍ରତି ଉପଦ୍ରବ କରଇ।

Viz kapitola kopírovat

ପବିତ୍ର ବାଇବଲ

1 ହେ ପରମେଶ୍ୱର, ମୋତେ ଦୟା କର। ଲୋକମାନେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ କଲେ। ସେମାନେ ନିରନ୍ତର ଭାବରେ ମୋତେ ଅନୁଧାବନ କରୁଛନ୍ତି ଓ ଯୁଦ୍ଧ କରି ଆସୁଛନ୍ତି।

Viz kapitola kopírovat




ଗୀତସଂହିତା 56:1

Následuj nás:

Reklamy


Reklamy