Online Bible

- Reklamy -




ଗୀତସଂହିତା 56:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 କାରଣ ତୁମ୍ଭେ ମୃତ୍ୟୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ଵରଙ୍କ ସମ୍ମୁଖରେ ଗମନା-ଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିନାହଁ?

Viz kapitola kopírovat

ଓଡିଆ ବାଇବେଲ

13 କାରଣ ତୁମ୍ଭେ ମୃତ୍ୟୁୁରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କ’ଣ ପତନରୁ ମୋ’ ଚରଣକୁ ଉଦ୍ଧାର କରିବ ନାହିଁ ?

Viz kapitola kopírovat

ପବିତ୍ର ବାଇବଲ

13 କାରଣ ତୁମ୍ଭେ ମୋତେ ମୃତ୍ୟୁମୁଖରୁ ରକ୍ଷା କରିଛ, ମୋତେ ପରାସ୍ତ ହେବାରୁ ଉଦ୍ଧାର କରିଛ। ତେଣୁ ମୁଁ ପରମେଶ୍ୱରଙ୍କ ଉପସ୍ଥିତିରେ ଗ୍ଭଲିବି, ଜୀବନ ପ୍ରଦାନକାରୀ ରଶ୍ମି ତୁଲ୍ୟ। ଯେଉଁ ରଶ୍ମି ମୋତେ ଜୀବନ ପ୍ରଦାନ କରିଅଛି, ସେହି ପରମେଶ୍ୱରଙ୍କ ପାଇଁ ବଞ୍ଚିବି।

Viz kapitola kopírovat




ଗୀତସଂହିତା 56:13

Následuj nás:

Reklamy


Reklamy