ଗୀତସଂହିତା 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। Viz kapitolaଓଡିଆ ବାଇବେଲ7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। Viz kapitolaପବିତ୍ର ବାଇବଲ7 ମୋର ଶତ୍ରୁମାନେ ମୋତେ ବହୁତ ଦୁଃଖ ଦେଇଛନ୍ତି, ଯାହାକି ମୋତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମୋର ଚକ୍ଷୁଦ୍ୱୟ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ। Viz kapitola |