ଗୀତସଂହିତା 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟବିଚାର କର। Viz kapitolaପବିତ୍ର ବାଇବଲ (Re-edited) - (BSI)6 ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ବିଚାରର ଆଜ୍ଞା କରିଅଛ। Viz kapitolaଓଡିଆ ବାଇବେଲ6 ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ’ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ’ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର। Viz kapitolaପବିତ୍ର ବାଇବଲ6 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର। ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର। ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର। Viz kapitola |