ପ୍ରକାଶିତ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କିଏ ମୋ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲିପଡ଼ିଲି। ଆଉ ବୁଲିପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ, Viz kapitolaପବିତ୍ର ବାଇବଲ (Re-edited) - (BSI)12 କିଏ ମୋʼ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲି ପଡ଼ିଲି। ଆଉ ବୁଲି ପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ, Viz kapitolaଓଡିଆ ବାଇବେଲ12 କିଏ ମୋ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲିପଡ଼ିଲି । ଆଉ ବୁଲିପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ, Viz kapitolaପବିତ୍ର ବାଇବଲ (CL) NT (BSI)12 କିଏ ମୋ’ ସଙ୍ଗରେ କଥା କହୁଛନ୍ତି, ଦେଖିବା ପାଇଁ ମୁଁ ପଛକୁ ବୁଲିପଡ଼ି ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ Viz kapitolaପବିତ୍ର ବାଇବଲ12 ମୁଁ ବୁଲିପଡ଼ି ଦେଖିବାକୁ ଗ୍ଭହିଁଲି ଯେ, କିଏ ମୋତେ ଏହିକଥା କହୁଛନ୍ତି। ମୁଁ ଯେତେବେଳେ ବୁଲିପଡ଼ିଲି, ସେତେବେଳେ ସାତୋଟି ସୁନାର ଦୀପରୂଖା ଦେଖିଲି। Viz kapitola |