ପ୍ରକାଶିତ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ, Viz kapitolaପବିତ୍ର ବାଇବଲ (Re-edited) - (BSI)14 ତାହାଙ୍କ ମସ୍ତକ ଓ କେଶ ହିମତୁଲ୍ୟ ଶୁଭ୍ର ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ; Viz kapitolaଓଡିଆ ବାଇବେଲ14 ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଲବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ, Viz kapitolaପବିତ୍ର ବାଇବଲ (CL) NT (BSI)14 ତାଙ୍କ ମସ୍ତକର କେଶ ପଶମ ବା ହିମ ପରି ଶୁଭ୍ର ଥିଲା ଏବଂ ତାଙ୍କର ଚକ୍ଷୁ ଅଗ୍ନି ପରି ପ୍ରଜ୍ଜ୍ୱଳିତ ହେଉଥିଲା। Viz kapitolaପବିତ୍ର ବାଇବଲ14 ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦେଖାଯାଉଥିଲା। Viz kapitola |