ପ୍ରକାଶିତ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତାହାଙ୍କ ପାଦ ଭାଟୀରେ ପରିଷ୍କୃତ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ ଓ ତାହାଙ୍କ ସ୍ଵର ମହା ଜଳକଲ୍ଲୋଳର ସଦୃଶ। Viz kapitolaଓଡିଆ ବାଇବେଲ15 ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ । Viz kapitolaପବିତ୍ର ବାଇବଲ (CL) NT (BSI)15 ତାଙ୍କ ପାଦ ଦୁଇଟି ଅଗ୍ନିରେ ଶୁଦ୍ଧ ପିତ୍ତଳ ପରି ଝଟକୁ ଥିଲା ଏବଂ ତାଙ୍କର କଣ୍ଠସ୍ୱର ଜଳପ୍ରପାତ ପରି ନିନାଦିତ ହେଉଥିଲା। Viz kapitolaପବିତ୍ର ବାଇବଲ15 ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟିରେ ଦେଖାଯାଏ ସେହିପରି ଶୁଦ୍ଧ ଦେଖାଯାଉଥିଲା। ତାହାଙ୍କ ସ୍ୱର ବନ୍ୟାଜଳର ଗର୍ଜନ ଭଳି ଥିଲା। Viz kapitola |