ପ୍ରକାଶିତ 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରେ ମୋତେ ମାପକାଠି ପରି ଗୋଟିଏ ନଳ ଦିଆ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ବରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପରେ ମୋତେ ପଦିକା ପରି ଗୋଟିଏ ନଳ ଦତ୍ତ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ଵରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ। Viz kapitolaଓଡିଆ ବାଇବେଲ1 ପରେ ମୋତେ ମାପକାଠି ପରି ଗୋଟିଏ ନଳ ଦିଆ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ୱରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ । Viz kapitolaପବିତ୍ର ବାଇବଲ (CL) NT (BSI)1 ତାହାପରେ କେହି ଜଣେ ମାପକାଠି ପରି ଖଣ୍ଡିଏ ଯଷ୍ଟି ମୋତେ ଦେଇ କହିଲେ, “ଯାଅ ଈଶ୍ୱରଙ୍କ ମନ୍ଦିର ଓ ବେଦୀ ମାପ କର ଏବଂ ମନ୍ଦିରରେ ଉପାସକମାନଙ୍କର ସଂଖ୍ୟା ଗଣନା କର। Viz kapitolaପବିତ୍ର ବାଇବଲ1 ତା'ପରେ ମୋତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମୋତେ କୁହାଗଲା, “ଯାଅ ପରମେଶ୍ୱରଙ୍କର ମନ୍ଦିର, ବେଦୀକୁ ମାପ, ଏବଂ ସେଠାରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ୟା ଗଣନା କର। Viz kapitola |