ପ୍ରକାଶିତ 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେଥିରେ ଈଶ୍ବରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ବରଙ୍କୁ ପ୍ରଣାମ କରି କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେଥିରେ ଈଶ୍ଵରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ଵରଙ୍କୁ ପ୍ରଣାମ କରି କହିଲେ, Viz kapitolaଓଡିଆ ବାଇବେଲ16 ସେଥିରେ ଈଶ୍ୱରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)16 ଏହାପରେ ଈଶ୍ୱରଙ୍କ ସମ୍ମୁଖରେ ନିଜ ନିଜ ସିଂହାସନରେ ବସିଥିବା ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଭୂମିଷ୍ଠ ହୋଇ ଈଶ୍ୱରଙ୍କ ଆରାଧନା କରି କହିଲେ - Viz kapitolaପବିତ୍ର ବାଇବଲ16 ତା'ପରେ ଚବିଶ ଜଣ ପ୍ରାଚୀନ ମୁଣ୍ଡ ନୁଆଁଇ ପ୍ରଣାମ କଲେ ଓ ପରମେଶ୍ୱରଙ୍କର ଉପାସନା କଲେ। ଏହି ପ୍ରାଚୀନମାନେ ପରମେଶ୍ୱରଙ୍କ ସମ୍ମୁଖରେ ସେମାନଙ୍କ ସିଂହାସନରେ ବସନ୍ତି। Viz kapitola |