ପ୍ରକାଶିତ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ତରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ। Viz kapitolaଓଡିଆ ବାଇବେଲ7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ । Viz kapitolaପବିତ୍ର ବାଇବଲ (CL) NT (BSI)7 ସେମାନେ ବାର୍ତ୍ତା ଘୋଷଣା ଶେଷ କରିବା ପରେ ପାତାଳପୁରୀରୁ ଏକ ପଶୁ ଉଠି ଆସି ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। Viz kapitolaପବିତ୍ର ବାଇବଲ7 ସେମାନଙ୍କର ସାକ୍ଷ୍ୟ ଦେବା ସମୟ ସରିଯିବା ପରେ ସେହି ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ସେ ସେମାନଙ୍କୁ ପରାସ୍ତ କରି ହତ୍ୟା କରିବ। Viz kapitola |