ପ୍ରକାଶିତ 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟପରିହିତା ଜଣେଣସ୍ତ୍ରୀଲୋକ, ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ଵାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ। Viz kapitolaଓଡିଆ ବାଇବେଲ1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ । Viz kapitolaପବିତ୍ର ବାଇବଲ (CL) NT (BSI)1 ଅନନ୍ତର ଆକାଶରେ ଏକ ଅଦ୍ଭୁତ ଦୃଶ୍ୟ ଦେଖାଗଲା। ଜଣେ ନାରୀ ଚନ୍ଦ୍ର ଉପରେ ଠିଆ ହୋଇଥିଲେ ଓ ସୂର୍ଯ୍ୟ ରଶ୍ମି ପରିଧାନ କରିଥିଲେ। ତାହାଙ୍କ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଏକ ମୁକୁଟ ଥିଲା। Viz kapitolaପବିତ୍ର ବାଇବଲ1 ତା'ପରେ ସ୍ୱର୍ଗରେ ଏକ ବିଚିତ୍ର ଚିହ୍ନ ଦେଖାଗଲା। ମୁଁ ଜଣେ ନାରୀଙ୍କୁ ସୂର୍ଯ୍ୟଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା। Viz kapitola |