ପ୍ରକାଶିତ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା। Viz kapitolaଓଡିଆ ବାଇବେଲ15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା । Viz kapitolaପବିତ୍ର ବାଇବଲ (CL) NT (BSI)15 ତା’ପରେ ନାରୀଟିକୁ ପାଣିରେ ଭସାଇ ନେଇ ଯିବା ପାଇଁ ଦ୍ୟାବଳ ନିଜ ମୁଖରୁ ତା’ ପଛେ ପଛେ ଏକ ମନ୍ୟା ସ୍ରୋତ ଛୁଟାଇ ଦେଲା। Viz kapitolaପବିତ୍ର ବାଇବଲ15 ତା'ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସେହି ନାରୀର ପଛପଟରୁ ଜଳ ଛାଡ଼ିଲା ଯଦ୍ଦ୍ୱାରା ସେ ଜଳ ସ୍ରୋତ ଦ୍ୱାରା ତାହାକୁ ଭସାଇ ନେଇ ପାରିବ। Viz kapitola |