ପ୍ରକାଶିତ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି ସ୍ଵର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ। Viz kapitolaଓଡିଆ ବାଇବେଲ8 କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)8 ଯୁଦ୍ଧରେ ସର୍ପ ଓ ତା’ର ଅନୁଚରମାନେ ପରାସ୍ତ ହେଲେ ଓ ସେମାନେ ଆଉ ସ୍ୱର୍ଗରେ ସ୍ଥାନ ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ8 କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ୱର୍ଗରେ ସ୍ଥାନ ହରାଇଲେ। Viz kapitola |