ପ୍ରକାଶିତ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ। Viz kapitolaଓଡିଆ ବାଇବେଲ1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ । Viz kapitolaପବିତ୍ର ବାଇବଲ (CL) NT (BSI)1 ତାହାପରେ ମୁଁ ଦେଖିଲି, ଗୋଟିଏ ପଶୁ ସମୁଦ୍ର ଭିତରୁ ଉଠି ଆସୁଛି। ତାହାର ଦଶଟି ଶୃଙ୍ଗ ଓ ସାତଟି ମସ୍ତକ। ପ୍ରତ୍ୟେକ ଶୃଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା ଓ ପ୍ରତ୍ୟେକ ମସ୍ତକରେ ଗୋଟିଏ ଗୋଟିଏ ଈଶ୍ୱର ନିନ୍ଦାସୂଚକ ନାମ ଲେଖାଯାଇଥିଲା। Viz kapitolaପବିତ୍ର ବାଇବଲ1 ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତୋଟି ମୁଣ୍ଡ ଥିଲା। ପ୍ରତ୍ୟେକ ଶିଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରତ୍ୟେକ ମସ୍ତକରେ ପରମେଶ୍ୱରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲେଖାଯାଇଥିଲା। Viz kapitola |