ପ୍ରକାଶିତ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ୍ଗ ଦ୍ୱାରା ବଧ କରାଯିବ।” ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ। Viz kapitolaପବିତ୍ର ବାଇବଲ (Re-edited) - (BSI)10 କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ଵାରା ବଧ କରେ, ତାହାହେଲେ ସେ ନିଶ୍ଚୟ ଖଡ଼୍ଗ ଦ୍ଵାରା ବଧ କରାଯିବ। ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ଆବଶ୍ୟକ। Viz kapitolaଓଡିଆ ବାଇବେଲ10 କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ । Viz kapitolaପବିତ୍ର ବାଇବଲ10 ଯେଉଁ ବ୍ୟକ୍ତିର ବନ୍ଦୀ ହେବାର ଅଛି, ତେବେ ସେ ବନ୍ଦୀ ହେବ। ଯେଉଁ ବ୍ୟକ୍ତିର ମୃତ୍ୟୁ ଖଣ୍ଡା ଦ୍ୱାରା ହେବାର ଅଛି, ତେବେ ସେ ଲୋକ ଖଣ୍ଡାରେ ମୃତ୍ୟୁବରଣ କରିବ। ଏହି ସମୟରେ, ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ରହିବା ଉଚିତ୍। Viz kapitola |