ପ୍ରକାଶିତ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ତାହାକୁ କ୍ଷମତା ଦତ୍ତ ହେଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତିହ ଉପରେ ତାହାକୁ କ୍ଷମତା ଦିଆଗଲା। Viz kapitolaଓଡିଆ ବାଇବେଲ7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା । Viz kapitolaପବିତ୍ର ବାଇବଲ (CL) NT (BSI)7 ଈଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାକୁ ସେ ଅନୁମତି ପାଇଲା ଓ ପ୍ରତ୍ୟେକ ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାଭାଷୀ ଓ ଜାତି ଉପରେ ତାକୁ କ୍ଷମତା ଦିଆଗଲା। Viz kapitolaପବିତ୍ର ବାଇବଲ7 ତାହାକୁ ପରମେଶ୍ୱରଙ୍କ ପବିତ୍ର ଲୋକ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା। Viz kapitola |