ପ୍ରକାଶିତ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି, ପୁଣି ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ। Viz kapitolaଓଡିଆ ବାଇବେଲ11 ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)11 ସେହି ଉତ୍ପୀଡ଼ନର ଧୂମ ଯୁଗେ ଯୁଗେ ଉତ୍ଥିତ ହେଉଥିବ। ଯେଉଁମାନେ ପଶୁ ଓ ତା’ ପ୍ରତିମୂର୍ତ୍ତିର ପୂଜା କରନ୍ତି, କିମ୍ବା ତା’ର ସଂକେତ ଧାରଣ କରନ୍ତି, ସେମାନେ ଦିବାରାତ୍ରି ସବୁବେଳେ ଅଶାନ୍ତି ଭୋଗ କରୁଥିବେ।” Viz kapitolaପବିତ୍ର ବାଇବଲ11 ସେମାନଙ୍କ ଯନ୍ତ୍ରଣାର ଧୂଆଁ ସବୁବେଳ ପାଇଁ ଉଠୁଥିବ। ସେମାନଙ୍କୁ ଯନ୍ତ୍ରଣାରୁ ଦିନରାତି କେବେ ହେଲେ ଆରାମ ମିଳିବ ନାହିଁ, କାରଣ ସେମାନେ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି। Viz kapitola |