ପ୍ରକାଶିତ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଚ୍ଛନ୍ନ ବ୍ୟକ୍ତିଙ୍କୁ ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପରିପକ୍ୱ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାରୂଢ଼ ବ୍ୟକ୍ତିଙ୍କି ଉଚ୍ଚ ସ୍ଵରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ଅତିରିକ୍ତ ପରିପକ୍ଵ ହୋଇଅଛି। Viz kapitolaଓଡିଆ ବାଇବେଲ15 ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଛନ୍ନ ବ୍ୟକ୍ତିଙ୍କି ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପାଚି ଯାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)15 ଜଣେ ଦୂତ ମନ୍ଦିରରୁ ବାହାରି ମେଘାରୂଢ଼ ବ୍ୟକ୍ତିଙ୍କୁ ଉଚ୍ଚ ସ୍ୱରରେ କହିଲେ, “ତୁମର ଦାଆ ପ୍ରୟୋଗ କରି ଫସଲ କାଟ। ପୃଥିବୀର ଫସଲ ଅମଳ ନିମନ୍ତେ ଉପଯୁକ୍ତ ସମୟ ଉପସ୍ଥିତ।” Viz kapitolaପବିତ୍ର ବାଇବଲ15 ତା'ପରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ। ସେ ମେଘ ଉପରେ ବସିଥିବା ବ୍ୟକ୍ତିଙ୍କୁ ଡାକି କହିଲେ, “ଦାଆ ଲଗାଇ ଶସ୍ୟ ଅମଳ କର, କାରଣ ଶସ୍ୟ ଅମଳର ସମୟ ହୋଇ ଗଲାଣି। ପୃଥିବୀର ଫଳ ପାଚିଗଲାଣି।” Viz kapitola |