ପ୍ରକାଶିତ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ମନ୍ଦିରରୁ ସେହି ସପ୍ତକ୍ଳେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ଵଳ ମସୀନା ବସ୍ତ୍ର ପରିହିତ ପୁଣି ସେମାନଙ୍କ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ବଦ୍ଧ। Viz kapitolaଓଡିଆ ବାଇବେଲ6 ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ । Viz kapitolaପବିତ୍ର ବାଇବଲ (CL) NT (BSI)6 ସପ୍ତ ମହାମାରୀ ଧରିଥିବା ସପ୍ତଦୂତ ସ୍ୱର୍ଗମନ୍ଦିର ଭିତରୁ ବାହାରି ଆସିଲେ: ସେମାନେ ନିର୍ମଳ ଶୁଭ୍ର ବସ୍ତ୍ର ପିନ୍ଧି ଥିଲେ ଓ ବକ୍ଷ ସ୍ଥଳରେ ସୁବର୍ଣ୍ଣ ପଟୁକା ବାନ୍ଧି ଥିଲେ। Viz kapitolaପବିତ୍ର ବାଇବଲ6 ସେହି ମନ୍ଦିର ଭିତରୁ ସାତ ଜଣ ଦୂତ ସାତୋଟି ମହାମାରୀଗୁଡ଼ିକୁ ଧରି ବାହାରି ଆସିଲେ। ସେମାନେ ଶୁଦ୍ଧ, ଉଜ୍ଜ୍ୱଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସେମାନଙ୍କ ବକ୍ଷରେ ସୁବର୍ଣ୍ଣ ବନ୍ଧନୀ ଥିଲା। Viz kapitola |