ପ୍ରକାଶିତ 16:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; “ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଗ୍ନ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ। Viz kapitolaଓଡିଆ ବାଇବେଲ15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)15 “ଶୁଣ! ମୁଁ ଚୋର ପରି ଆସିବି। ଯେଉଁ ବ୍ୟକ୍ତି ଜାଗ୍ରତ ରହି ଚୋର କବଳରୁ ନିଜ ଲୁଗାପଟା ସୁରକ୍ଷା କରେ, ସେ ଭାଗ୍ୟବାନ। ଉଲଙ୍ଗ ହୋଇ ବିଚରଣ କରିବା ଦ୍ୱାରା ତାକୁ ଲଜ୍ଜା ପାଇବାକୁ ପଡ଼ିବ ନାହିଁ।” Viz kapitolaପବିତ୍ର ବାଇବଲ15 “ଦେଖ! ମୁଁ ଗୋଟିଏ ଗ୍ଭେର ଭଳି ଆସିବି। ଯେ ମୋ’ ଅପେକ୍ଷାରେ ଗ୍ଭହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସେହି ଲୋକ ସୁଖୀ। ତେବେ ତାହାକୁ ଉଲଗ୍ନ ହୋଇ ଗ୍ଭଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।’’ Viz kapitola |