ପ୍ରକାଶିତ 16:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ସ୍ଥାନରେ ଏକତ୍ର କଲେ। Viz kapitolaଓଡିଆ ବାଇବେଲ16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ । Viz kapitolaପବିତ୍ର ବାଇବଲ (CL) NT (BSI)16 ପ୍ରେତାତ୍ମାମାନେ ଯଥା ସମୟରେ ପୃଥିବୀର ରାଜାମାନଙ୍କୁ ଯେଉଁ ରଣାଙ୍ଗନରେ ଏକତ୍ରିତ କରାଇଲେ, ଏବ୍ରୀ ଭାଷାରେ ତାହାର ନାମ ଆର୍ମାଗେଡ଼୍ଡ଼ନ୍। Viz kapitolaପବିତ୍ର ବାଇବଲ16 ସେହି ଭୂତାତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ କୁହା ଯାଉଥିବା ‘ହର୍ମିଗିଦ୍ଦୋନ୍’ ନାମକ ସ୍ଥାନରେ ଏକାଠି କଲେ। Viz kapitola |