ପ୍ରକାଶିତ 16:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ବରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଳେଶ ସକାଶୁ ମନୁଷ୍ୟମାନେ ଈଶ୍ଵରଙ୍କର ନିନ୍ଦା କଲେ, କାରଣ ସେହି କ୍ଳେଶ ଅତି ଭୟଙ୍କର। Viz kapitolaଓଡିଆ ବାଇବେଲ21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର । Viz kapitolaପବିତ୍ର ବାଇବଲ (CL) NT (BSI)21 ପଚାଶ କିଲୋଗ୍ରାମ ଓଜନର ବିରାଟ କରକାମାନ ଆକାଶରୁ ମନୁଷ୍ୟମାନଙ୍କ ଉପରେ ପଡ଼ିଲା, ଲୋକମାନେ ଏହି ଭୀଷଣ ବିପତ୍ତି ଲାଗି ଈଶ୍ୱରଙ୍କୁ ଅଭିଶାପ ଦେଲେ। Viz kapitolaପବିତ୍ର ବାଇବଲ21 ଆକାଶରୁ ଲୋକମାନଙ୍କ ଉପରେ ପ୍ରକାଣ୍ଡ କୁଆପଥରମାନ ପଡ଼ିଲା। ପ୍ରତ୍ୟେକ କୁଆପଥରର ଓଜନ ପ୍ରାୟ 50 କିଲୋଗ୍ରାମ ଥିଲା। ଲୋକମାନେ ସେହି କୁଆପଥର ମହାମାରୀ ପାଇଁ ପରମେଶ୍ୱରଙ୍କୁ ନିନ୍ଦା କଲେ। ଏହି କ୍ଳେଶ ଅତି ଭୟାନକ ଥିଲା। Viz kapitola |