ପ୍ରକାଶିତ 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାର-ରୂପ ମଦିରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ତ ତୁମ୍ଭକୁ ଦେଖାଇବି,। Viz kapitolaଓଡିଆ ବାଇବେଲ2 ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି । Viz kapitolaପବିତ୍ର ବାଇବଲ (CL) NT (BSI)2 ପୃଥିବୀର ରାଜାଗଣ ସେହି ବେଶ୍ୟା ସହିତ ବ୍ୟଭିଚାର କରିଛନ୍ତି ଏବଂ ପୃଥିବୀର ଜନସାଧାରଣ ତାହାର ବ୍ୟଭିଚାରରୂପ ସୁରାପାନ କରି ମତୁଆଳ ହୋଇଛନ୍ତି।” Viz kapitolaପବିତ୍ର ବାଇବଲ2 ପୃଥିବୀର ରାଜାମାନେ ତା'ସହିତ ଯୌନପାପ (ବ୍ୟଭିଗ୍ଭର) କରିଛନ୍ତି। ପୃଥିବୀର ଲୋକମାନେ ତା'ର ବ୍ୟଭିଗ୍ଭର ରୂପ ସୁରାରେ ମାତାଲ୍ ହୋଇଛନ୍ତି।” Viz kapitola |