ପ୍ରକାଶିତ 18:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏହିସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ଵାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ, Viz kapitolaଓଡିଆ ବାଇବେଲ15 ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ, Viz kapitolaପବିତ୍ର ବାଇବଲ (CL) NT (BSI)15 ଯେଉଁ ବ୍ୟବସାୟୀମାନେ ସେହି ନଗରରେ ବାଣିଜ୍ୟ କରି ଧନବାନ ହୋଇଥିଲେ, ସେମାନେ ତାହାର ଦୁଃଖଭୋଗରେ ଅଂଶୀ ହେବାକୁ ଭୟ କରି ବହୁ ଦୂରରେ ଠିଆହୋଇ ରହିବେ। Viz kapitolaପବିତ୍ର ବାଇବଲ15 “ବ୍ୟବସାୟୀମାନେ ତା'ର ଦୁଃଖ ଯନ୍ତ୍ରଣା ଦେଖି ଭୟ କରିବେ ଓ ତା'ଠାରୁ ବହୁ ଦୂରରେ ଠିଆ ହେବେ। ସେହି ଲୋକମାନେ ତାହାକୁ ସେହି ମୂଲ୍ୟବାନ୍ ଜିନିଷ ବିକ୍ରିକରି ଧନୀ ହୋଇଥିଲେ। ତେଣୁ ସେମାନେ କାନ୍ଦିବେ ଓ ଦୁଃଖ କରିବେ। Viz kapitola |