ପ୍ରକାଶିତ 18:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)23 ପ୍ରଦୀପର ଆଲୋକ ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଵଳିତ ହେବ ନାହିଁ, ପୁଣି ବରକନ୍ୟାଙ୍କ ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ, Viz kapitolaଓଡିଆ ବାଇବେଲ23 ପ୍ରଦୀପର ଆଲୋକ ତୋ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ, Viz kapitolaପବିତ୍ର ବାଇବଲ (CL) NT (BSI)23 ତୋ’ ମଧ୍ୟରେ ଆଉ କେବେ ପ୍ରଦୀପ ଜଳିବ ନାହିଁ; କିମ୍ବା ବର କନ୍ୟାଙ୍କର ସମ୍ଭାଷଣ ଶୁଣାଯିବ ନାହିଁ। କାରଣ ତୋର ବ୍ୟବସାୟୀମାନେ ପୃଥିବୀରେ ମହାଶକ୍ତିଶାଳୀ ହୋଇ ରହିଥିଲେ, ତୋହର କୁହୁକ ଦ୍ୱାରା ତୁ ପୃଥିବୀର ସମସ୍ତଙ୍କୁ ପ୍ରବଞ୍ଚନା କରି ରଖିଥିଲୁ।” Viz kapitolaପବିତ୍ର ବାଇବଲ23 ତୋ’ ପାଖରେ ଦୀପର ଆଲୋକ ଆଉ ଜଳିବ ନାହିଁ। ତୋ’ ପାଖରେ ବରକନ୍ୟାଙ୍କର ଆନନ୍ଦର ଧ୍ୱନି ଆଉ କେବେ ହେଲେ ଶୁଣାଯିବ ନାହିଁ। ତୋ’ର ବ୍ୟବସାୟୀମାନେ ପୃଥିବୀର ବହୁତ ମହାନ୍ ଲୋକ ଥିଲେ। ସମସ୍ତ ଦେଶଗୁଡ଼ିକ ତୋ’ର ଯାଦୁ ଶକ୍ତି ଦ୍ୱାରା ପଥଭ୍ରଷ୍ଟ ହୋଇଥିଲେ। Viz kapitola |