ପ୍ରକାଶିତ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ବର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ତାହାର ପାପରାଶି ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ଵର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି। Viz kapitolaଓଡିଆ ବାଇବେଲ5 କାରଣ ତାହାର ପାପରାଶୀ ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ୱର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)5 ତାହାର ପାପରାଶି ସ୍ତୂପାକାର ହୋଇ ଆକାଶକୁ ଉଠିଛି। ତା’ର ପାପାଚରଣ ସବୁ ଈଶ୍ୱର ମନେ ରଖିଛନ୍ତି। Viz kapitolaପବିତ୍ର ବାଇବଲ5 ସ୍ୱର୍ଗ ଯେତେ ଉଚ୍ଚ, ତହାର ପାପକାର୍ଯ୍ୟ ସେତିକି ଉଚ୍ଚ ହେଲାଣି। ପରମେଶ୍ୱର ତା'ର ଭୁଲ୍ କାମଗୁଡ଼ିକ ଭୁଲି ନାହାନ୍ତି। ସେ ତା'ର କୁକର୍ମ ସବୁ ମନେ ପକାଇଲାଣି। Viz kapitola |