ପ୍ରକାଶିତ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର, Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହା ଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ଵରଙ୍କର, Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର, Viz kapitolaପବିତ୍ର ବାଇବଲ (CL) NT (BSI)1 ଏହାପରେ ମୁଁ ଯାହା ଶୁଣିଲି, ତାହା ସ୍ୱର୍ଗର ଏକ ବିରାଟ ଜନତାର କୋଳାହଳ ପରି ମନେ ହେଉଥିଲା। ସେମାନେ କହୁଥିଲେ, “ଈଶ୍ୱରଙ୍କର ସ୍ତୁତି କର। ଆମ୍ଭମାନଙ୍କ ଈଶ୍ୱର ପରିତ୍ରାଣ, ଗୌରବ ଓ ପରାକ୍ରମର ଅଧିକାରୀ। Viz kapitolaପବିତ୍ର ବାଇବଲ1 ତା'ପରେ ମୁଁ ସ୍ୱର୍ଗରେ ଅନେକ ଲୋକମାନଙ୍କର ସ୍ୱର ଭଳି ଏକ ସ୍ୱର ଶୁଣିଲି। ସେମାନେ କହୁଥିଲେ: “ହାଲ୍ଲିଲୂୟା! ବିଜୟ, ମହିମା ଓ କ୍ଷମତା ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅଟେ। Viz kapitola |