ପ୍ରକାଶିତ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ। Viz kapitolaଓଡିଆ ବାଇବେଲ12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)12 ତାଙ୍କ ଚକ୍ଷୁ ଅଗ୍ନି ଶିଖାପରି ଓ ତାଙ୍କ ମସ୍ତକରେ ଅନେକ ମୁକୁଟ ଥିଲା। ତାଙ୍କ ଉପରେ ଏକ ନାମ ଲେଖା ଯାଇଥିଲା, କିନ୍ତୁ ତାହା କଅଣ , ତାଙ୍କ ବ୍ୟତୀତ ଆଉ କେହି ଜାଣନ୍ତି ନାହିଁ। Viz kapitolaପବିତ୍ର ବାଇବଲ12 ତାହାଙ୍କର ଚକ୍ଷୁ ଦୁଇଟି ଜ୍ୱଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନେକ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳରେ ଗୋଟିଏ ନାମ ଲେଖା ଯାଇଥିଲା, କିନ୍ତୁ ତାହାଙ୍କ ବ୍ୟତୀତ ଅନ୍ୟ କେହି ସେ ନାମ ଜାଣି ନ ଥିଲେ। Viz kapitola |