ପ୍ରକାଶିତ 19:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି ତାହାଙ୍କର ନାମ ଈଶ୍ଵରଙ୍କ ବାକ୍ୟ। Viz kapitolaଓଡିଆ ବାଇବେଲ13 ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ୱରଙ୍କ ବାକ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)13 ସେ ପିନ୍ଧିଥିବା ପୋଷାକ ରକ୍ତରଂଜିତ ହୋଇଥିଲା। ସେ “ଈଶ୍ୱରଙ୍କ ବାକ୍ୟ” ବୋଲି ପରିଚିତ। Viz kapitolaପବିତ୍ର ବାଇବଲ13 ସେ ରକ୍ତଭିଜା ଗୋଟିଏ ରାଜ ପୋଷାକ ପିନ୍ଧିଥିଲେ। ତାହାଙ୍କ ନାମ ‘ପରମେଶ୍ୱରଙ୍କ ବାକ୍ୟ’। Viz kapitola |