ପ୍ରକାଶିତ 19:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ଵରଙ୍କ ସତ୍ୟ ବାକ୍ୟ। Viz kapitolaଓଡିଆ ବାଇବେଲ9 ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହି ସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)9 ଅନନ୍ତର ସ୍ୱର୍ଗଦୂତ ମୋତେ କହିଲେ, “ଲେଖି ରଖ, ଯେଉଁମାନେ ମେଷଶାବକଙ୍କର ବିବାହଭୋଜିକୁ ନିମନ୍ତ୍ରିତ ହୋଇଛନ୍ତି, ସେମାନେ ଭାଗ୍ୟବାନ।” ସେ ଆହୁରି ମଧ୍ୟ କହିଲେ, “ଏହା ଈଶ୍ୱରଙ୍କର ବାଣୀ - ନିରାଟ ସତ୍ୟ।” Viz kapitolaପବିତ୍ର ବାଇବଲ9 ତା'ପରେ ଦୂତ ମୋତେ କହିଲେ, “ଏହା ଲେଖ: ମେଷଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ୟକ୍ତିମାନେ ଧନ୍ୟ!” ସେ ଦୂତ ପୁଣି କହିଲେ, “ପରମେଶ୍ୱରଙ୍କର ବାକ୍ୟ ସତ୍ୟ ଅଟେ।” Viz kapitola |