Online Bible

- Reklamy -




ପ୍ରକାଶିତ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;

Viz kapitola kopírovat

ଓଡିଆ ବାଇବେଲ

26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 ଯେଉଁମାନେ ବିଜୟ ଲାଭ କରିବେ ଓ ଶେଷ ପର୍ଯ୍ୟନ୍ତ ମୋର ଇଚ୍ଛାନୁରୂପ କାର୍ଯ୍ୟ କରିବେ, ମୁଁ ପିତାଙ୍କ ନିକଟରୁ ଯେଉଁ କ୍ଷମତା ପାଇଅଛି, ତାହା ସେମାନଙ୍କୁ ପ୍ରଦାନ କରିବି।

Viz kapitola kopírovat

ପବିତ୍ର ବାଇବଲ

26 “ଯେ ବିଜୟୀ ହୁଏ ଓ ଶେଷପର୍ଯ୍ୟନ୍ତ ମୋ’ ଇଚ୍ଛା ଅନୁଯାୟୀ କାର୍ଯ୍ୟରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦେବି।

Viz kapitola kopírovat




ପ୍ରକାଶିତ 2:26

Následuj nás:

Reklamy


Reklamy