ପ୍ରକାଶିତ 2:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ, Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେ ସେମାନଙ୍କୁ ଲୌହଦଣ୍ତ ଦ୍ଵାରା ଶାସନ କରିବ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ତ ଖଣ୍ତ ହେବେ, Viz kapitolaଓଡିଆ ବାଇବେଲ27 ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ, Viz kapitolaପବିତ୍ର ବାଇବଲ (CL) NT (BSI)27 ପୃଥିବୀର ବିଭିନ୍ନ ଜାତିକୁ ଲୌହ ଦଣ୍ଡରେ ଶାସନ କରିବାକୁ ଏବଂ ମାଟି ପାତ୍ର ପରି ଖଣ୍ଡ ବିଖଣ୍ଡ କରିବାକୁ ମୁଁ ସେମାନଙ୍କୁ କ୍ଷମତା ଦେବି। Viz kapitolaପବିତ୍ର ବାଇବଲ27 “ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବ। ସେ ସେମାନଙ୍କୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦେବ।” Viz kapitola |