ପ୍ରକାଶିତ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ଈଶ୍ଵର ସ୍ଵୟଂ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ସମସ୍ତ ଅଶ୍ରୁଜଳ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି। Viz kapitolaଓଡିଆ ବାଇବେଲ4 ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)4 ସେ ସେମାନଙ୍କ ଚକ୍ଷୁର ଲୋତକ ସବୁ ପୋଛି ଦେବେ। ମୃତ୍ୟୁ, ଶୋକ, କ୍ରନ୍ଦନ କିଅବା ବ୍ୟଥା, ଆଉ କିଛି ରହିବ ନାହିଁ। ସମସ୍ତ ପୁରାତନ ବିଷୟ ଲୋପ ପାଇଛି।” Viz kapitolaପବିତ୍ର ବାଇବଲ4 ପରମେଶ୍ୱର ସେମାନଙ୍କ ଆଖିରୁ ସମସ୍ତ ଲୁହ ପୋଛି ଦେବେ। ଆଉ ଅଧିକ ମୃତ୍ୟୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।” Viz kapitola |