ପ୍ରକାଶିତ 21:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ଵାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମା-ପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ ଅଗ୍ନି ଓ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ଵିତୀୟ ମୃତ୍ୟୁ। Viz kapitolaଓଡିଆ ବାଇବେଲ8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ । Viz kapitolaପବିତ୍ର ବାଇବଲ (CL) NT (BSI)8 କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।” Viz kapitolaପବିତ୍ର ବାଇବଲ8 କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’ Viz kapitola |