ପ୍ରକାଶିତ 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର, ସେ ଆହୁରି ପବିତ୍ର ହେଉ। Viz kapitolaଓଡିଆ ବାଇବେଲ11 ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)11 ଅଧର୍ମାଚାରୀ ଯଦି ଚାହେଁ, ଆହୁରି ଅଧର୍ମାଚରଣ କରୁ; ଅଶୁଚି ବ୍ୟକ୍ତି ଅଶୁଚି ହୋଇ ରହୁ; କିନ୍ତୁ ଯେ ସଦାଚାରୀ, ସେ ସତ୍କର୍ମରେ ନିବିଷ୍ଟ ରହୁ; ଯେ ପବିତ୍ର, ସେ ପବିତ୍ର ହୋଇ ରହୁ।” Viz kapitolaପବିତ୍ର ବାଇବଲ11 ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହୋଇ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହୋଇ ରହିବାକୁ ଦିଅ।” Viz kapitola |