ପ୍ରକାଶିତ 22:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ଵର ସେମାନଙ୍କ ଉପରେ ଆଲୋକ ସ୍ଵରୂପ ହେବେ, ପୁଣି ସେମାନେ ଯୁଗେ ଯୁଗେ ରାଜତ୍ଵ କରିବେ। Viz kapitolaଓଡିଆ ବାଇବେଲ5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)5 ସେଠାରେ ଆଉ ରାତ୍ରି ହେବ ନାହିଁ ଏବଂ ପ୍ରଦୀପ ବା ସୂର୍ଯ୍ୟାଲୋକ ସେମାନଙ୍କର ଆଉ ଆବଶ୍ୟକ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କର ଆଲୋକ ହେବେ ଏବଂ ସେମାନେ ଚିରକାଳ ରାଜତ୍ୱ କରିବେ। Viz kapitolaପବିତ୍ର ବାଇବଲ5 ସେଠାରେ ଆଉ କେବେ ରାତି ହେବ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ଯ୍ୟର ଆଲୋକ ଆଉ ଆବଶ୍ୟକ କରିବେ ନାହିଁ। ପ୍ରଭୁ ପରମେଶ୍ୱର ସେମାନଙ୍କୁ ଆଲୋକ ଦେବେ। ସେମାନେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ୱ କରିବେ। Viz kapitola |